ସାରାଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ବିନ୍ଦୁସାଗର
Odia film 'Bindusagar' released in 85 theatres across India."
ସାରାଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ବିନ୍ଦୁସାଗ
ଓଲିଉଡ଼ ସିନେ ଇଣ୍ଡଷ୍ଟ୍ରି ଏବେ ଯୁବପୀଢ଼ିଙ୍କ କାନ୍ଧରେ l ୟଙ୍ଗ ଟ୍ୟାଲେଣ୍ଟେଡ ଟେକ୍ନିସିଆନ୍ସଙ୍କ ମାଧ୍ୟମରେ ଓଡ଼ିଆ ସିନେ ଇଣ୍ଡଷ୍ଟ୍ରିର ଶୁଭ ଦିନ ଆସିଛି l ଆମ ମାଟିର ମୌଳିକ କାହାଣୀକୁ ନେଇ ଗୋଟିଏ ପରେ ଗୋଟିଏ ହିଟ୍ ସିନେମା ଭେଟି ଦେଉଛନ୍ତି ଓଡ଼ିଆ ସିନେ ଦର୍ଶକଙ୍କୁ l ତେବେ ସେହିପରି ଏକ ୟଙ୍ଗ ଟ୍ୟାଲେଣ୍ଟେଡ ଗ୍ରୁପ ଭେଟି ଦେଇଛନ୍ତି ନୂଆ ଓଡ଼ିଆ ଚଳଚ୍ଚିତ୍ର “ବିନ୍ଦୁସାଗର” l
ସାରା ଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି l
ମୁମ୍ବାଇର ଶିଲାଦିତ୍ୟ ବୋରା ଏହାର ପ୍ରଯୋଜନା କରିଥିବା ବେଳେ ଯୁବ ନିର୍ଦ୍ଦେଶକ ଅଭିଷେକ ସ୍ୱାଇଁ ନିର୍ଦ୍ଦେଶନା ଦେଇଛନ୍ତି l ଅଭିଷେକ ଦାସ ରଚନା କରିଛନ୍ତି l ପ୍ରକୃତି ମିଶ୍ର, ଦୀପନ୍ୱିତ ଦାସ ମହାପାତ୍ର, ସତ୍ୟ ରଞ୍ଜନ, ସୋନାଲି ଶର୍ମିଷ୍ଠାଙ୍କ ସମେତ ଅନେକ ବଲିଉଡ କଳାକାର ରବୀନ ଦାସ, ଜଗନ୍ନାଥ ସେଠ ପ୍ରମୁଖ ଅଭିନୟ କରିଛନ୍ତି l